Don’t worry about your life
Jesus said to his disciples, “Therefore I say to you, do not worry about your life, what you will eat—or about your body, what you will wear.
Luke 12:22
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ’ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ’ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।
फिर उसने अपने चेलों से कहा, “इसलिए मैं तुम से कहता हूँ, अपने जीवन की चिन्ता न करो, कि हम क्या खाएँगे; न अपने शरीर की, कि क्या पहनेंगे।
The Lord be with you all
Now may the Lord of peace himself give you peace at all times in all ways. The Lord be with you all.
2 Thessalonians 3:16
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।
अब प्रभु जो शान्ति का सोता है आप ही तुम्हें सदा और हर प्रकार से शान्ति दे: प्रभु तुम सब के साथ रहे








